17.1 C
Bhubaneswar
Tuesday, December 9, 2025
Homeଓଡିଶାଆସନ୍ତାକାଲି ଦିନ ୧୦ଟାରୁ ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ

ଆସନ୍ତାକାଲି ଦିନ ୧୦ଟାରୁ ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ

ପୁରୀ: ରତ୍ନଭଣ୍ଡାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିରରେ ଆସନ୍ତାକାଲି ଦିନ ୧୦ଟାରୁ ବନ୍ଦ ରହିବ ସାଧାରଣ ଦର୍ଶନ । ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଆସନ୍ତାକାଲି ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ସ୍ଥାୟୀ ରତ୍ନଭଣ୍ଡାରକୁ ନିଆଯିବ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ ।  ରତ୍ନଭଣ୍ଡାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିରରେ ଆସନ୍ତାକାଲି ଦିନ ୧୦ଟାରୁ ବନ୍ଦ ରହିବ ସାଧାରଣ ଦର୍ଶନ । ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଆସନ୍ତାକାଲି ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ସ୍ଥାୟୀ ରତ୍ନଭଣ୍ଡାରକୁ ନିଆଯିବ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking