35.1 C
Bhubaneswar
Thursday, May 7, 2026
Homeଓଡିଶାଚିହ୍ନଟ ହେବ ଜଗନ୍ନାଥ ଜମି: ମନ୍ତ୍ରୀ

ଚିହ୍ନଟ ହେବ ଜଗନ୍ନାଥ ଜମି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ଭିତରେ ଓ ବାହାରେ ଥିବା ଜଗନ୍ନାଥ ଜମିକୁ ଅଧୀନକୁ ନେବେ ସରକାର । ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ନିଷ୍ପତ୍ତି ହୋଇଥିବା ଜଣାପଡିଛି । ପାଖାପାଖି ୩୬ ହଜାର ଏକର ଜମିରୁ ୨୫ରୁ ୨୬% ଜମି ଦଖଲରେ ରହିଛି । ଲମ୍ବା ସମୟ ଧରି ରହୁଥିବା ଲୋକଙ୍କୁ ଜମି ସେଟଲମେଣ୍ଟରେ ଦିଆଯିବ । ଏହା ଜରିଆରେ ମହାପ୍ରଭୁଙ୍କ ପାଇଁ ବଡ କର୍ପସ ଫଣ୍ଡ ଗଠନ ହୋଇପାରିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking