28.1 C
Bhubaneswar
Friday, March 29, 2024
Homeଓଡିଶାଜଗତସିଂହପୁରରେ ଶନି,ରବି ସଟ ଡାଉନ

ଜଗତସିଂହପୁରରେ ଶନି,ରବି ସଟ ଡାଉନ

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନାର ଭୟାବହତା ବଢୁଥିବା ବେଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେଥିପାଇଁ ରାଜ୍ୟ ସରକାର ସପ୍ତାହର ପ୍ରତି ଶନିବାର ଓ ରବିବାର ସଟ ଡାଉନ ଘୋଷଣା କରିଛନ୍ତି । ଏହି ପରିପ୍ରେକ୍ଷୀରେ କେନ୍ଦୁଝର, ନବରଂଗପୁର ପରେ ଏବେ ଜଗତସିଂହପୁରରେ ବି ପ୍ରତି ଶନିବାର ଓ ରବିବାର ସଟ ଡାଉନ ଘୋଷଣା କରାଯାଇଛି । ସମଗ୍ର ଜିଲ୍ଲାରେ ପ୍ରତି ଶନି ଓ ରବିବାର ସଟ ଡାଉନ କରିବାକୁ ଜିଲ୍ଲାପାଳ ଘୋଷଣା କରିଛନ୍ତି । ରାତି ୯ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ରାତ୍ରକାଳୀନ କର୍ଫ୍ୟୁ ଲାଗୁ ହେବ । ସକାଳ ୭ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ ଦୋକାନ । ଏନେଇ ସୂଚନା ପ୍ରଦାନ କରିଛନ୍ତି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ।

୨ଟି କ୍ୱାରେଣ୍ଟିନ କେନ୍ଦ୍ରରୁ ୧୫ ପଜିଟିଭ

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking