21.1 C
Bhubaneswar
Wednesday, February 4, 2026
Homeଓଡିଶାନାମାଙ୍କନ ଭରିଲେ ଜୟ ଢୋଲକିଆ

ନାମାଙ୍କନ ଭରିଲେ ଜୟ ଢୋଲକିଆ

ନୂଆପଡ଼ା: ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ବିଜେପି ପ୍ରାର୍ଥୀ ଦିବଙ୍ଗତ ବିଧାୟକରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କଳାହାଣ୍ଡି ସାଂସଦ ମାଳବିକା ଦେଓ, ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ପୂର୍ବତନ ଲୋକସଭା ସଦସ୍ୟ ବସନ୍ତ ପଣ୍ଡା ଓ ତାଙ୍କ ପୁତ୍ର ଅଭିନନ୍ଦନ ପଣ୍ଡା ପ୍ରମୁଖଙ୍କ ସମେତ  କେତେକ ମନ୍ତ୍ରୀ, ବିଧାୟକ ଓ ନେତାମାନଙ୍କୁ ଶୋଭାଯାତ୍ରାରେ ଦେଖିବାକୁ ମିଳିଥିଲା । ଖରିଆର ରୋଡର ବାସଭବନରୁ ମାଆଙ୍କ ଆଶୀର୍ବାଦ ନେଇ ନାମାଙ୍କନ ପାଇଁ ବାହାରିଥିଲେ ଜୟ ଢୋଲକିଆ। ଶୋଭାଯାତ୍ରାରେ ବାହାରିବା ପୂର୍ବରୁ ଜୟ କହିଛନ୍ତି, ନୂଆପଡ଼ାବାସୀଙ୍କ ବିକାଶ ପାଇଁ କାମକରିବି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking