27.1 C
Bhubaneswar
Sunday, September 29, 2024
Homeଦେଶ ବିଦେଶଜାମ୍ମୁକାଶ୍ମୀର : ୩ ଆତଙ୍କୀ ନିପାତ

ଜାମ୍ମୁକାଶ୍ମୀର : ୩ ଆତଙ୍କୀ ନିପାତ

ଶ୍ରୀନଗର : ଜାମ୍ମୁକାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା । ଡୋଡାରେ ଏନକାଉଣ୍ଟରରେ ୩ ଆତଙ୍କୀ ନିପାତ ହୋଇଛନ୍ତି । ବୁଧବାର ଜମ୍ମୁ-କଶ୍ମୀରର ଦୋଡା ଜିଲ୍ଲାର ଏକ ଜଙ୍ଗଲ ଅଞ୍ଚଳରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟର ବେଳେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଡୋଡା ଜିଲ୍ଲାର ଗଣ୍ଡୋହର ସିନୁ ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏହି ଏନକାଉଣ୍ଟର ଚାଲିଛି। ୩ରୁ ୪ ଆତଙ୍କବାଦୀ ଲୁଚି ରହିଥିବା ଖବର ରହିଛି। ସୁରକ୍ଷାବାହିନୀ ତାଙ୍କୁ ଘେରି ରହିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking