ରେଲୱେ ଟ୍ରାକରୁ ଯବାନଙ୍କ ମୃତଦେହ ଉଦ୍ଧାର

କୋରାପୁଟ : ରେଲୱେ ଟ୍ରାକରୁ ଯବାନଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି । ଏହି ଘଟଣା ଘଟିଛି କୋରାପୁଟ ଜିଲ୍ଲା ଲାଣ୍ଡିଗୁଡା ନୂଆ କଲୋନୀ ନିକଟ ରେଲୱେ ଟ୍ରାକରେ । ଯବାନଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ। ଗତକାଲି ସକାଳେ ଯବାନ ଜଣଙ୍କ ଡ୍ୟୁଟିକୁ ଯାଇଥିଲେ। ହେଲେ ଆଉ ଘରକୁ ଫେରି ନଥିଲେ। ଘରକୁ ଫେରିବା ବିଳମ୍ବ ହେବାରୁ ଯବାନଙ୍କ ପତ୍ନୀ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଖୋଜାଖୋଜା କରିଥିଲେ … Continue reading ରେଲୱେ ଟ୍ରାକରୁ ଯବାନଙ୍କ ମୃତଦେହ ଉଦ୍ଧାର