24.1 C
Bhubaneswar
Sunday, December 7, 2025
Homeଓଡିଶାନୂଆପଡାରେ ବାପାଙ୍କୁ ଟପିଲେ ପୁଅ ଜୟ

ନୂଆପଡାରେ ବାପାଙ୍କୁ ଟପିଲେ ପୁଅ ଜୟ

ଭୁବନେଶ୍ୱର: ନୂଆପଡାରେ ବାପାଙ୍କୁ ଟପିଲେ ପୁଅ ଜୟ ।  ୨୦୨୪ ନିର୍ବାଚନରେ ବାପା ପାଇଥିବା ଭୋଟକୁ ଟପିଲେ ଜୟ ଢୋଲକିଆ । ୨୦୨୪ରେ ବାପା ରାଜେନ୍ଦ୍ର ଢୋଲକିଆ ପାଇଥିଲେ ୬୧, ୮୨୨ ଭୋଟ । ୧୩ ରାଉଣ୍ଡ ସୁଦ୍ଧା ୬୩ ହଜାରରୁ ଅଧିକ ଭୋଟ ପାଇ ଟପିଥିଲେ । ବର୍ତ୍ତମାନ ୧୪ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୬୮,୫୬୪ ଭୋଟ ମିଳିଛି । ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୨୧, ୮୫୧ ଭୋଟ ମିଳିଛି । ତୃତୀୟ ସ୍ଥାନରେ ଘାସିରାମଙ୍କୁ ୨୧, ୪୬୦ ଭୋଟ ମିଳିଛି ।   ନୂଆପଡା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଜାରି ରହିଛି ।ଷ୍ଟ୍ରଙ୍ଗ ରୁମରେ ସିଲ ହୋଇଥିବା ଇଭିଏମ ଖୋଲାଯାଇଛି ।   ୩୫୮ଟି ବୁଥରେ ମତ ଗଣତି ହେବ । ଏଥିପାଇଁ ୧୪ଟି ଟେବୁଲ କରାଯାଇଛି । ୨୬ ରାଉଣ୍ଡରେ ଭୋଟ ଗଣତି ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking