26.1 C
Bhubaneswar
Wednesday, February 11, 2026
Homeଓଡିଶା୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ଜୟ

୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ଜୟ

ଭୁବନେଶ୍ୱର: ଆଜି ନାମାଙ୍କନ ପତ୍ର ଦାଖଲ କରିବେ ନାହିଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଆସନ୍ତା ୧୮ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ଜୟ ।  ଏନେଇ ସୂଚନା ଦେଇଛନ୍ତି ଜୟ ଢୋଲକିଆ ।  ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାଁ ଘୋଷଣା କରିଛି ବିଜେପି । ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜିପିରେ ମିଶିଥିଲେ ଜୟ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking