27.1 C
Bhubaneswar
Thursday, April 25, 2024
Homeଓଡିଶାବିଜେପି ନେତା ଜୟରାମ ପାଙ୍ଗି କରୋନା ଆକ୍ରାନ୍ତ

ବିଜେପି ନେତା ଜୟରାମ ପାଙ୍ଗି କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଦେଶ ଓ ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଫିଲ୍ମ ଷ୍ଟାର ଠାରୁ ଆରମ୍ଭ କରି ନେତା ଓ ମନ୍ତ୍ରୀମାନେ ମଧ୍ୟ କରୋନା କବଳରୁ ବାଦ ପଡ଼ୁନାହାନ୍ତି । ଏହାରି ମଧ୍ୟରେ ଆଜି ଆଉ ଜଣେ ନେତା କରୋନା କବଜାକୁ ଆସିଛନ୍ତି । ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଗତକାଲି ପଜିଟିଭ ଚିହ୍ନଟ ହେବା ପରେ ସେ ନିଜେ ଏନେଇ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିଛନ୍ତି । ଏହାସହ ଗତକିଛି ଦିନ ତଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବା ସହ କୋଭିଡ଼ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking