26.1 C
Bhubaneswar
Saturday, July 5, 2025
Homeଦେଶ ବିଦେଶପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ

ନୂଆଦିଲ୍ଲୀ: ପ୍ରକାଶ  ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ । ୨୦୨୫ର ଏହି ରେଜଲ୍ଟ ପ୍ରକାଶ ପାଇଛି । jeeadv.ac.in ରେ  ଛାତ୍ରଛାତ୍ରୀ ପରୀକ୍ଷା ଫଳ ଦେଖିପାରିବେ । ୧ ଲକ୍ଷ ୮୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ପାସ କରିଛନ୍ତି ୫୪ ହଜାର ୩୭୮ ଛାତ୍ରଛାତ୍ରୀ ।  ଆଇଆଇଟି ଦିଲ୍ଲୀ ଜୋନର ରଜିତଗୁପ୍ତା ପ୍ରଥମ ସ୍ଥାନ ହାସଲ କରିଛନ୍ତି ।  ସୂଚନା ଥାଉକି , ମେ ୧୮ ରେ ଜେଇଇ ଆଡଭାନ୍ସ ପରୀକ୍ଷା ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking