30.1 C
Bhubaneswar
Wednesday, April 24, 2024
Homeଓଡିଶାଜେଇଇ ମେନ୍ ପରୀକ୍ଷା ପାଇଁ ତାରିଖ ଘୋଷଣା, ଜାଣନ୍ତୁ କେବେ ହେବ ପରୀକ୍ଷା

ଜେଇଇ ମେନ୍ ପରୀକ୍ଷା ପାଇଁ ତାରିଖ ଘୋଷଣା, ଜାଣନ୍ତୁ କେବେ ହେବ ପରୀକ୍ଷା

ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୧ ରୁ ୬ ତାରିଖ ମଧ୍ୟରେ ଜେଇଇ ମେନ ପରୀକ୍ଷା ହେବ। ଦେଶ ଓ ରାଜ୍ୟରେ ମହାମାରୀ କରୋନା ବ୍ୟାପିବାରେ ଲାଗିଛି । ତେଣୁ ପ୍ରାୟ ସମସ୍ତ ପରୀକ୍ଷାକୁ ବାତିଲ କରାଯାଇଥିଲା । କିନ୍ତୁ ଛାତ୍ରଛାତ୍ରୀଙ୍କ ପାଠପଢ଼ାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ଜେଇଇ ମେନ ପରୀକ୍ଷା ହେବ ବୋଲି ସୂଚନା ମିଳିଛି । ସେହିପରି ସେପ୍ଟେମ୍ବର ୧୩ରେ ନିଟ୍ ପରୀକ୍ଷା ହେବ । ପରୀକ୍ଷାକୁ ସ୍ଥଗିତ କରିବା ନେଇ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ଏହା ପୂର୍ବରୁ ଦୁଇଥର ପରୀକ୍ଷାକୁ ସ୍ଥଗିତ କରାଯାଇଛି । ପ୍ରଥମେ ମେ ଓ ପରେ ଜୁଲାଇରେ ପରୀକ୍ଷା ହୋଇଥାନ୍ତା ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking