14.1 C
Bhubaneswar
Saturday, December 6, 2025
Homeଦେଶ ବିଦେଶବସକୁ ଧକ୍କା ଦେଲା ଜିପ : ୬ ମୃତ

ବସକୁ ଧକ୍କା ଦେଲା ଜିପ : ୬ ମୃତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ବସକୁ ଜିପ ଧକ୍କା ଦେଇଛି ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଜବଲପୁର ଜିଲ୍ଲା ଏନଏଚ ୭ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମହାକୁମ୍ଭ ଯାତ୍ରା ସାରି ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୨ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking