ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନର ପଞ୍ଚମ ରାଉଣ୍ଡ ରାଉଣ୍ଡର ଗଣତିରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ତାଙ୍କର ନିକଟତମ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୧୩, ୫୪୫ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ବିଜେଡିକୁ ୩୦୦୫୦ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ମିଳିଛି ୧୬୫୦୫ ଟି ଭୋଟ୍। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ପ୍ରଥମ ରାଉଣ୍ଡରେ ମାତ୍ର ୧୧୫୦ ଖଣ୍ଡ ଭୋଟ ମିଳିଛି।
ବିଜେଡି- ୩୦୦୫୦
ବିଜେପି-୧୬୫୦୫
କଂଗ୍ରେସ-୧୧୫୦
ଆଗୁଆ: ୧୩, ୫୪୫