38.8 C
Bhubaneswar
Saturday, May 17, 2025
Homeଓଡିଶାଝାରସୁଗୁଡ଼ା ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନର ପ୍ରଥମ ରାଉଣ୍ଡର ଗଣତିରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ତାଙ୍କର ନିକଟତମ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୨୭୦୬ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ବିଜେଡିକୁ ୫୯୪୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ମିଳିଛି ୩୨୩୮ଟି ଭୋଟ୍। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ପ୍ରଥମ ରାଉଣ୍ଡରେ ମାତ୍ର ୧୨୩ ଖଣ୍ଡ ଭୋଟ ମିଳିଛି। ଉଲ୍ଲେଖଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିଲା। ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଗଣତି ହୋଇଥିଲା। ଏହାପରେ ଇଭିଏମ୍ ଗଣତି ଆରମ୍ଭ ହୋଇଥିଲା।

ପ୍ରଥମ ରାଉଣ୍ଡ
ବିଜେଡି- ୫୯୪୪
ବିଜେପି – ୩୨୩୮
କଂଗ୍ରେସ- ୧୨୩

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking