38.1 C
Bhubaneswar
Saturday, April 20, 2024
Homeଓଡିଶାବିଜେଡିରୁ ଇସ୍ତଫା ଦେଲେ ଜୀବନ ପ୍ରଦୀପ ଦାସ

ବିଜେଡିରୁ ଇସ୍ତଫା ଦେଲେ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର: ଆଜି ବିଜେଡି ଛାଡିଛନ୍ତି ଜୀବନ ପ୍ରଦୀପ ଦାସ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଜୀବନ ଇସ୍ତଫା ଦେଇଛନ୍ତି । ଦଳ ଛାଡିବା ପରେ ସେ କହିଛନ୍ତି ଯେ, ‘ଦଳ ମୋତେ ଅଣଦଖା କରୁଥିଲା । ଉପ-ନିର୍ବାଚନରେ ଦଳ ଯାହା ଦାୟିତ୍ୱ ଦେଇଥିଲା କରିଥିଲି ।’ ବାଲେଶ୍ୱର ପ୍ରେସ୍‌ମିଟ୍‌ରେ ନିଜର ଇସ୍ତଫା ଘୋଷଣା କଲେ ଜୀବନ।

ତେବେ ଗତକାଲି ଦଳରୁ ନିଲମ୍ବିତ ହୋଇଥିଲେ ଜୀବନ ପ୍ରଦୀପ ଦାସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିଲା । ବିଜେଡ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସଙ୍କୁ ସସପେଣ୍ଡ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking