ଓଡ଼ିଶାରେ କ୍ରୀଡ଼ାର ବିକାଶ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ଟାଇମ୍ସ ବିଜନେସ ଆୱାର୍ଡ

ଭୁବନେଶ୍ୱର : ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ଓଡିଶାର କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ‘ସ୍ପୋର୍ଟ୍ସ ଡେଭେଲପମେଣ୍ଟ୍ ଏଣ୍ଡ ଇମ୍ପାକ୍ଟ’ ଶ୍ରେଣୀରେ ଟାଇମ୍ସ ବିଜନେସ ଆୱାର୍ଡ ଓଡିଶା ୨୦୨୩ ପୁରସ୍କାରରେ ସମ୍ମାନିତ କରାଯାଇଛି। ନଭେମ୍ବର ୮, ୨୦୨୩ ଦିନ ଭୁବନେଶ୍ୱରରେ ଆୟୋଜିତ ଏକ ସମାରୋହରେ ପ୍ରଖ୍ୟାତ ଅଭିନେତା ଶ୍ରୀ ବୋମନ୍ ଇରାନୀଙ୍କ ଦ୍ୱାରା ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଥିଲା । କମ୍ପାନୀ ପକ୍ଷରୁ ଶ୍ରୀ ଭର୍ଜିଲ ଲାକ୍ରା (ଡିଜିଏମ … Continue reading ଓଡ଼ିଶାରେ କ୍ରୀଡ଼ାର ବିକାଶ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ଟାଇମ୍ସ ବିଜନେସ ଆୱାର୍ଡ