ଜୁଏଲ, ଅଶ୍ୱିନୀଙ୍କୁ ପିଏମ୍‌ଓରୁ ଆସିଲା ଫୋନ

ଭୁବନେଶ୍ୱର: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋଦି କ୍ୟାବିନେଟରେ କାହାକୁ ସ୍ଥାନ ମିଳିବ ସେନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଆଜି ଅନେକ ମନ୍ତ୍ରୀମାନଙ୍କୁ ଫୋନ୍‌ ଆସିବା ଆରମ୍ଭ ହୋଇଛି। ଯାହାଙ୍କୁ କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀପଦ ମିଳିପାରେ। ତେବେ ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବଙ୍କୁ ଫୋନ ଆସିଥିବା … Continue reading ଜୁଏଲ, ଅଶ୍ୱିନୀଙ୍କୁ ପିଏମ୍‌ଓରୁ ଆସିଲା ଫୋନ