ମହାପ୍ରଭୁଙ୍କୁ ଦର୍ଶନ କଲେ ଜେପି ନଡ୍ଡା

ପୁରୀ: ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଗତକାଲିଠୁ (ଗୁରୁବାର) ପୁରୀ ଗସ୍ତରେ ଆସିଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି (ଶୁକ୍ରବାର) ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଏହି ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଓ ବହୁ ବରିଷ୍ଠ ନେତା ଓ କର୍ମୀ ଉପସ୍ଥିତ ଥିଲେ । ଶ୍ରୀମନ୍ଦିରରେ ସେବାୟତ ନଡ୍ଡାକୁ ଉତ୍ତରୀୟ ଦେଇ ସ୍ବାଗତ … Continue reading ମହାପ୍ରଭୁଙ୍କୁ ଦର୍ଶନ କଲେ ଜେପି ନଡ୍ଡା