ଭୁବନେଶ୍ୱର: ଆସନ୍ତାକାଲି ଓଡିଶା ଆସିବେ ଜେପି ନଡ୍ଡା । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତାକାଲି ଓଡିଶା ଆସିବେ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ । ଦିନ ୧ଟାରେ ପହଞ୍ଚି ସିଧାସଳଖ କଟକ ଯିବେ । ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ।