26.1 C
Bhubaneswar
Wednesday, April 2, 2025
Homeଓଡିଶାଏପ୍ରିଲ ୧୨ରେ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା

ଏପ୍ରିଲ ୧୨ରେ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ଏପ୍ରିଲ ୧୨ ତାରିଖରେ ଓଡ଼ିଶା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା । ନଡ୍ଡାଙ୍କ ଗସ୍ତ ସମ୍ପର୍କରେ ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏହି ଗସ୍ତ ସମୟରେ ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ କରିବା ସହ ବିଜେପିର ସାଙ୍ଗଠନିକ କାର‌୍ୟ୍ୟକ୍ରମରେ ସେ ଯୋଗ ଦେବେ । ସବୁଠୁ ବଡ଼ କଥା ହେଲା, ଜେପି ନଡ଼ାଙ୍କ ଓଡ଼ିଶା ଗସ୍ତ ପରେ ହିଁ ବିଜେପି ରାଜ୍ୟ ସଭାପତି ନାଁ ଘୋଷଣା ହେବ ବୋଲି ସୂଚନା ମିଳିଛି । ଏପ୍ରିଲ ୧୪ ତାରିଖ ପରେ ବିଜେପି ରାଜ୍ୟ ସଭାପତି ନାଁ ଘୋଷଣା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking