ଭୁବନେଶ୍ୱର : ଉତ୍କର୍ଷ ଓଡିଶା କନକ୍ଲେଭରେ ଜେଏସପିଏଲ ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ସୂଚନା ଦେଇଛନ୍ତି ା କହିଛନ୍ତି କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ଜେଏସପିଏଲ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି । କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ ନିବେଶ ହେବ ୭୦ ହଜାର କୋଟି ।