ବରଗଡ: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଗାଇସିଲେଟ ବ୍ଲକ ଡାଙ୍ଗବାହାଲ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ । ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ । ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ପୂର୍ୱରୁ ଛପି ରହିଥିବା ବରଗଡ ଭିଜିଲାନ୍ସ ଟିମ ପହଞ୍ଚି ନଗଦ ଟଙ୍କା ଜବତ କରିଛି । ସୁସ୍ମିତା ଓରାମଙ୍କୁ ଗିରଫ କରିବା ସହିତ ତଦନ୍ତ ଜାରି ରହିଛି ।










