ରାଜଧାନୀରେ କନିଷ୍ଠ ଶିକ୍ଷକ ସଂଘର ଗର୍ଜନ

ଭୁବନେଶ୍ୱର: ଆନ୍ଦୋଳନକୁ ଓହ୍ଲାଇଲା ଓଡିଶା କନିଷ୍ଠ ଶିକ୍ଷକ ସଂଘ । ଲୋୟର ପିଏମଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ। ସାରା ରାଜ୍ୟରେ ଥିବା ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବାଟିକା  ପାଖରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ସମସ୍ତ ବିଷୟ ପଢ଼ାଉଥିବା ବେଳେ, ଠିକା କର୍ମଚାରୀ ଭାବେ ସାରା ରାଜ୍ୟରେ ୧୩ ହଜାରରୁ ଅଧିକ ଶିକ୍ଷକ କାର୍ଯ୍ୟରତ । ତଥାପି ସରକାରଙ୍କର କୃପା ଦୃଷ୍ଟି ପଡିଲା ନାହିଁ । ଅଗଷ୍ଟ ୨୨ ତାରିଖରେ ରାଜ୍ୟ … Continue reading ରାଜଧାନୀରେ କନିଷ୍ଠ ଶିକ୍ଷକ ସଂଘର ଗର୍ଜନ