36.1 C
Bhubaneswar
Saturday, May 18, 2024
Homeଦେଶ ବିଦେଶନାବାଳିକା ଦୁଷ୍କର୍ମ ମାମଲା : ଅଭିଯୁକ୍ତକୁ ଆଜୀବନ ଜେଲ୍

ନାବାଳିକା ଦୁଷ୍କର୍ମ ମାମଲା : ଅଭିଯୁକ୍ତକୁ ଆଜୀବନ ଜେଲ୍

ଜୟପୁର  : ଦୁଷ୍କର୍ମକାରୀକୁ ଆଜୀବନ ଜେଲ୍ । କାରାଦଣ୍ଡାଦେଶ ସହ ପୀଡ଼ିତାଙ୍କୁ ୧୭ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଜୟପୁର ପକସୋ କୋର୍ଟ । ୨୦୨୦ ମସିହାରେ କୋରାପୁଟ ମାଛକୁଣ୍ଡ ଥାନା ଅଞ୍ଚଳରେ ଘଟଣା ଘଟିଥିଲା । ଘରେ କେହି ନଥିବାବେଳେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିଲା ଅଭିଯୁକ୍ତ। ୨୮ଟି ଦସ୍ତାବିଜ୍ ଓ ୧୭ଟି ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି କୋର୍ଟ ରାୟ ଶୁଣାଇଛନ୍ତି । ଜିଲ୍ଲା ପ୍ରଶାସନ ୯ଲକ୍ଷ ଅନୁକମ୍ପା ରାଶି ଦେଇଥିବାବେଳେ ବକେୟା ୮ଲକ୍ଷ ଟଙ୍କା ଦେବାକୁ ଜିଲ୍ଲା ଆଇନ ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking