ପଦ୍ମ ଧରିଲେ ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ୱର : ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନେତାଙ୍କ ଦଳ ଡିଆ ପର୍ବ ଜୋର ଧରିଛି । ଏହାରି ଭିତରେ ନିକଟରେ ବିଜେଡି ଛାଡ଼ିଥିବା ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି । ତାଙ୍କ ସ୍ବାମୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ପ୍ରକାଶ ଯେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ଗତ ଗୁରୁବାର ବିଜେଡିକୁ ବାଏ ବାଏ କରିଦେଇଥିଲେ । … Continue reading ପଦ୍ମ ଧରିଲେ ଜ୍ୟୋତି ପାଣିଗ୍ରାହୀ