33.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗକାଳିଦାସଙ୍କ ଜୟନ୍ତୀ ପାଳିତ

କାଳିଦାସଙ୍କ ଜୟନ୍ତୀ ପାଳିତ

ଯାଜପୁର: ଯାଜପୁର ଜିଲାସ୍କୁଲ ପରିସରରେ କୋଭିଡ ନିୟମ ପାଳନ କରି କାଳିଦାସ ଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଯାଜପୁର ଜିଲା ମାଧ୍ୟମିକ ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ଅନୁଷ୍ଠିତ ଉତ୍ସବରେ ପଣ୍ଡିତ ଭୁପତି ଭୁଷଣ ମିଶ୍ର ଏବଂ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ପ୍ରମୁଖ ଯୋଗ ଦେଇ କାଳିଦାସଙ୍କ ପାଣ୍ଡିତ୍ୟ ସଂପର୍କରେ ଆଲୋକପାତ କରିଥିଲେ । ସଂସ୍କୃତ ଭାଷାରେ ରହିଥିବା ଦକ୍ଷତାକୁ ଉପସ୍ଥିତ ଅତିଥି ମାନେ ପ୍ରଶଂସା କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking