43.9 C
Bhubaneswar
Friday, April 19, 2024
Homeଓଡିଶାକଟକଣାରେ ହେବ କାଳୀପୂଜା : ଡିସିପି

କଟକଣାରେ ହେବ କାଳୀପୂଜା : ଡିସିପି

କଟକ : କଟକରେ ଦୁର୍ଗା ପୂଜା ଭଳି କାଳୀ ପୂଜା ଆୟୋଜିତ ହେବ । କଟକରେ କାଳୀ ପୂଜାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ । ସେ କହିଛନ୍ତି ଯେ, ‘ପୂଜା ବେଳେ ୧୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୫୦ ଅଫିସର ମୁତୟନ ହେବେ । ୧୧ଟି ଅସ୍ଥାୟୀ ପୋଖରୀରେ ମୂର୍ତ୍ତି ବିସର୍ଜନ ହେବ । ଦୀପାବଳୀରେ ବାଣ ଫୁଟାରେ କଟକଣା ଲାଗିଥିବାରୁ ସ୍ୱତନ୍ତ୍ର ଡ୍ରାଇଭ ବ୍ୟବସ୍ଥା କରାଯାଇଛି । ପୋଲିସ ପାଟ୍ରୋଲିଂ ସହ ବିଭିନ୍ନ ସ୍ଥାନରେ ଏଡ୍ ପୋଷ୍ଟ ହେବ । ଏସଆରସିଙ୍କ ଗାଇଡଲାଇନ୍ ଅନୁଯାୟୀ ପୂଜା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking