କମଲ୍ ମୁହାଁ କମଲନାଥ !

ନୂଆଦିଲ୍ଲୀ : ବରିଷ୍ଠ କଂଗ୍ରେସ ନେତା କମଲନାଥ ବିଜେପିରେ ମିଶିବା ସମ୍ଭାବନା । ପୁଅ ନକୁଲନାଥଙ୍କ ସହ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା । ଜାତୀୟ ଗଣମାଧ୍ୟମରେ ବାପପୁଅଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି । ତେଲେଙ୍ଗାନାରେ ୨୧ଟି ବୁଲା କୁକୁରଙ୍କୁ ଗୁଳି ମାରି ହତ୍ୟା