ବିଶ୍ୱକର୍ମା ପୂଜାରେ କମିଲା ସୁନା ଦାମ୍

ଭୁବନେଶ୍ୱର: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୦୦ ଟଙ୍କା କମି ୪୫,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪୦ ଟଙ୍କା କମି ୪୯,୯୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୬୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି … Continue reading ବିଶ୍ୱକର୍ମା ପୂଜାରେ କମିଲା ସୁନା ଦାମ୍