23.1 C
Bhubaneswar
Friday, November 15, 2024
Homeଓଡିଶାଭୁବନେଶ୍ୱରରେ କମିଲା ପେଟ୍ରୋଲ ଦର

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦର

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking