ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢଉ

କରଞ୍ଜିଆ: ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘର ସମେତ ସରକାରୀ କାର୍ଯ୍ୟାଳୟ ଓ ପୈତୃକ ଘରେ ଚଢଉ କରୁଛି କଟକ ଭିଜିଲାନ୍ସ ଟିମ୍। ତାଙ୍କ ନାଆଁରେ ବେଆଇନ୍ ଖଣି ଲିଜ୍ ଦେଇ ବିପୁଳ ଅର୍ଥ ରୋଜଗାର କରୁଥିବାର ବି ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖା ଦେଇଥିଲା। ଚାର୍ଲସ ନାୟକ ପୂର୍ବରୁ ବାଲେଶ୍ବର ଜିଲ୍ଲା ସୋରରେ ତହସିଲଦାର ଥିବା ବେଳେ … Continue reading ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢଉ