ମେ ୧୦ ରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ: ଆଜି କର୍ଣ୍ଣାଟକ ବିଧାନସଭା ପାଇଁ ତାରିଖ ଘୋଷଣା କରାଯାଇଛି । ମେ ୧୦ରେ ହେବ କର୍ଣ୍ଣାଟକ ବିଧାନସଭା ନିର୍ବାଚନ । ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ଆସନ୍ତା ମେ ୨୪ ତାରିଖରେ କ୍ଷମତାରେ ଥିବା ବାସବରାଜ ବୋମାଇ ସରକାରଙ୍କ କାର‌୍ୟ୍ୟକାଳ ସରୁଛି । ଏହାପୂର୍ବରୁ ରାଜ୍ୟରେ ନିର୍ବାଚନ ହେବା ଜରୁରୀ, ତେଣୁ … Continue reading ମେ ୧୦ ରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ