35.1 C
Bhubaneswar
Monday, June 17, 2024
Homeଓଡିଶାଅଟୋରେ ଆସି ଭୋଟ୍ ଦେଲେ ଭି.କେ ପାଣ୍ଡିଆନ୍

ଅଟୋରେ ଆସି ଭୋଟ୍ ଦେଲେ ଭି.କେ ପାଣ୍ଡିଆନ୍

ଭୁବନେଶ୍ବର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ଭୋଟ୍ ଦେଉଛି ଓଡ଼ିଶା । ବରିଷ୍ଠ ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମତଦାନ ସାବ୍ୟସ୍ତ କରିଛନ୍ତି । ସେ ଅଟୋରେ ଆସି ମତଦାନ କେନ୍ଦ୍ରରେ ପହଞ୍ଚିଥିବାବେଳେ ଧାଡ଼ି ଛିଡ଼ା ହୋଇଥିଲେ । ଏହାପରେ ଧାଡ଼ିରେ ଯାଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।

ଆଜି ଦେଶରେ ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking