କାରୁଣ୍ଡ କଳା କେନ୍ଦ୍ର ରୌପ୍ୟ ଜୟନ୍ତୀ ଉଦଯାପିତ, ୧୨ ଜଣଙ୍କୁ “କାରୁଣ୍ଡଶ୍ରୀ ସମ୍ମାନ”ପ୍ରଦାନ
ଭବାନୀପାଟଣା :କଳାହାଣ୍ଡିର ଅଗ୍ରଣୀ ସାଂସ୍କୃତିକ ଓ ସ୍ବେଚ୍ଛା ସେବୀ ଅନୁଷ୍ଠାନ “କାରୁଣ୍ଡ କଳା କେନ୍ଦ୍ର” ରବିବାର ସ୍ଥାନୀୟ ଟାଉନହଲ ଠାରେ ତାହାର ରୌପ୍ୟ ଜୟନ୍ତୀ ସମାରୋହ ଆୟୋଜନ କରିଛି। ଏହି ଉପଲକ୍ଷେ ସକାଳ ସାଢେ ଆଠଟା ରେ ଅନୁଷ୍ଠାନର ପତାକା ଉତ୍ତୋଳନ, ନଅ ଟାରେ ମାଣିକେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ମଶାଲ ଶୋଭାଯାତ୍ରାରେ ସହର ପରିକ୍ରମା କରି ଟାଉନ ହଲ ଠାରେ ପ୍ରଥମ ଅଧିବେଶନରେ “କଳାହାଣ୍ଡିର ଲୋକନୃତ୍ୟ ଓ ଘୁମୁରା” ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। … Continue reading କାରୁଣ୍ଡ କଳା କେନ୍ଦ୍ର ରୌପ୍ୟ ଜୟନ୍ତୀ ଉଦଯାପିତ, ୧୨ ଜଣଙ୍କୁ “କାରୁଣ୍ଡଶ୍ରୀ ସମ୍ମାନ”ପ୍ରଦାନ
Copy and paste this URL into your WordPress site to embed
Copy and paste this code into your site to embed