27.1 C
Bhubaneswar
Saturday, June 22, 2024
Homeଓଡିଶାକାଶୀପୁର ମାମଲା : ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ

କାଶୀପୁର ମାମଲା : ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ

ରାୟଗଡା : କାଶୀପୁରରେ ଅଜଣା ରୋଗରେ ୫ ଜଣଙ୍କ ମୃତ୍ୟୁ ଘଟଣା ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଘଟଣା ଉପରେ ପୂରା ନଜର ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ଅଜଣା ରୋଗର କାରଣ ଖୋଜିବାକୁ ସ୍ବାସ୍ଥ୍ୟ ବିଭାଗ ଓ ଆରଏମଆରସିକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ପାନୀୟ ଜଳ ଯୋଗାଇବାକୁ ପଞ୍ଚାୟତିରାଜ ବିଭାଗକୁ ଦେଲେ ନିର୍ଦ୍ଦେଶ । କାଶୀପୁର ମାନୁସପଦରରେ ଅଜଣା ରୋଗରେ ୫ ଜଣଙ୍କ ମୃତ୍ୟୁରୁ ତତ୍ପରତା । ଏବେ ବି ବହୁ ଆକ୍ରାନ୍ତ ଚିକିତ୍ସିତ ହେଉଥିବାରୁ ତୁରନ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଇ ସ୍ଥିତି ଉପରେ ନିୟନ୍ତ୍ରଣ ଆଣିବାକୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking