21.1 C
Bhubaneswar
Friday, December 12, 2025
Homeଓଡିଶାକୌଶିକ ପଟ୍ଟନାୟକ ହେଲେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି

କୌଶିକ ପଟ୍ଟନାୟକ ହେଲେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି

ଭୁବନେଶ୍ୱର : କୌଶିକ ପଟ୍ଟନାୟକ ହେଲେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି ।  ସୋମବାର ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଓଏଏସ୍ ଅଧିକାରୀ କୌଶିକ ପଟ୍ଟନାୟକଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking