26.1 C
Bhubaneswar
Friday, April 3, 2026
Homeଦେଶ ବିଦେଶକେଜ୍ରିଓ୍ବାଲଙ୍କୁ ମିଳିଲାନି ଆଶ୍ଵସ୍ତି

କେଜ୍ରିଓ୍ବାଲଙ୍କୁ ମିଳିଲାନି ଆଶ୍ଵସ୍ତି

ନୂଆଦିଲ୍ଲୀ : ଅବକାରୀ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ଵସ୍ତି। ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କଲେ ସର୍ବୋଚ୍ଚ ନ୍ୟାୟାଳୟ। କେଜ୍ରିଓ୍ବାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ସିବିଆଇକୁ ନୋଟିସ୍‌ ଜାରି କରି ଜବାବ ମାଗିଛନ୍ତି। କୋର୍ଟ କହିଛନ୍ତି, ବର୍ତ୍ତମାନ କୌଣସି ଅନ୍ତରୀଣ ଜାମିନ ଦେବୁନାହିଁ। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୩ରେ ହେବ।

 

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking