29.1 C
Bhubaneswar
Sunday, April 28, 2024
Homeଦେଶ ବିଦେଶଦ୍ୱିତୀୟ ନିର୍ଦ୍ଦେଶ ପଠାଇଲେ କେଜ୍ରିୱାଲ

ଦ୍ୱିତୀୟ ନିର୍ଦ୍ଦେଶ ପଠାଇଲେ କେଜ୍ରିୱାଲ

ନୂଆଦିଲ୍ଲୀ : ଇଡି ହାଜତରେ ରହି ଏବେ ସେଠାରୁ ସରକାର ଚଲାଇଛନ୍ତି ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ରବିବାର ପ୍ରଥମ ନିର୍ଦ୍ଦେଶ ଜାରି କରିଥିବା ବେଳେ ଆଜି ଆଉ ଏକ ନିର୍ଦ୍ଦେଶ ଜାରି କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଦିଲ୍ଲୀର ସ୍ୱାସ୍ଥ୍ୟ ମନ୍ତ୍ରୀ ସୌରଭ ଭରଦ୍ୱାଜ । ସ୍ୱାସ୍ଥ୍ୟ ମନ୍ତ୍ରୀ ସୌରଭ ଭରଦ୍ବାଜ କହିଛନ୍ତି, ‘ଦିଲ୍ଲୀବାସୀଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିଛନ୍ତି ଅରବିନ୍ଦ କେଜ୍ରିଓ୍ବାଲ । ଜେଲ୍ ଯିବା କାରଣରୁ ଦିଲ୍ଲିବାସୀଙ୍କୁ ଯେଭଳି କୌଣସି ଅସୁବିଧା ନହୁଏ ସେଥିପ୍ରତି ସେ ଚିନ୍ତିତ ରହିଛନ୍ତି କେଜ୍ରିଓ୍ବାଲ । ଦିଲ୍ଲୀରେ ସରକାରଙ୍କ ଦ୍ୱାରା ପରିଚାଳିତ ମୋହୋଲା କ୍ଳିନିକ୍ ଗୁଡ଼ିକରେ ଯେପରି ଲୋକେ ମାଗଣା ଔଷଧ ପାଇବା ସହିତ ମାଗଣାରେ ସମସ୍ତ ପ୍ରକାର ଟେଷ୍ଟ କରାଇପାରିବେ, ସେ କଥା ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି’ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking