37.1 C
Bhubaneswar
Sunday, May 5, 2024
Homeଓଡିଶାଜନ୍ମ ନେଲା ଅଦ୍ଭୁତ ଶିଶୁ କନ୍ୟା

ଜନ୍ମ ନେଲା ଅଦ୍ଭୁତ ଶିଶୁ କନ୍ୟା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ଏକ ଘରୋଇ ନର୍ସିଂହୋମ୍‌ରେ ଗତକାଲି ଏକ ଅଦ୍ଭୁତ ଶିଶୁ କନ୍ୟା ଜନ୍ମ ନେଇଛି l ଶିଶୁଟିର ଦୁଇଟି ମୁଣ୍ଡ ରହିଥିବା ବେଳେ ୩ଟି ହାତ, ୪ଟି ଆଖି ଓ ୪ଟି କାନ ରହିଛି l ଗତକାଲି ଦିନ ୧୧ଟାରେ ଶିଶୁଟି ଜନ୍ମ ହେବା ପରେ ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ଶିଶୁଟିକୁ କଟକ ଶିଶୁ ଭବନକୁ ସ୍ଥାନାନ୍ତର କରାଯାଇଥିଲା।

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା କଣୀ ଗାଁର ଉମାକାନ୍ତ ପରିଡ଼ାଙ୍କ ପତ୍ନୀ ଅମ୍ବିକା ଏହି ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି l ଶିଶୁଟିର ପିଠି ପଟକୁ ଗୋଟେ ହାତ ରହିଥିବା ଦେଖିବାକୁ ମିଳିଛି। କଟକ ଶିଶୁ ଭବନରେ ଝିଅର ଚିକିତ୍ସା ଚାଲିଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking