38.1 C
Bhubaneswar
Friday, April 26, 2024
Homeଓଡିଶାକେନ୍ଦୁଝର ଜିଲ୍ଲାପାଳ ଏସଟି କମିଶନରେ ହାଜର

କେନ୍ଦୁଝର ଜିଲ୍ଲାପାଳ ଏସଟି କମିଶନରେ ହାଜର

କେନ୍ଦୁଝର: ଶେଷରେ ହାଜର ହେଲେ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ । ଜାତୀୟ ଜନଜାତି କମିଶନ ଙ୍କ ପାଖରେ ହାଜର ହେଲେ ଜିଲ୍ଲାପାଳ । କମିଶନ ସଦସ୍ୟ ଅନନ୍ତ ନାୟକଙ୍କ ଇଜିଲାସ ରେ ହାଜର ହେଲେ । ବାରମ୍ବାର ସମନ ପରେ ଶେଷରେ ହାଜର ହେଲେ ଜିଲ୍ଲାପାଳ । ଏମିତିକି ସମନ ସତ୍ତ୍ୱେ ହାଜର ନ ହେବାର ୱାରେଣ୍ଟ ଜାରି ହୋଇଥିଲା । ଜିଲ୍ଲାପାଳ ଙ୍କୁ ଆଣି ହାଜର କରିବାକୁ ଡିିଜିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ କମିଶନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking