ରାଷ୍ଟ୍ରପତିଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲା କେରଳ

ନୂଆଦିଲ୍ଲୀ: କେରଳ ବିଧାନସଭାରେ ଗୃହୀତ ୪ ବିଲ୍‌କୁ ମଞ୍ଜୁରୀ ନ ଦେଇ ପକାଇରଖିଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଛନ୍ତି। କେରଳର ସିପିଆଇ(ଏମ୍‌) ନେତୃତ୍ୱାଧୀନ ଏଲ୍‌ଡିଏଫ୍‌ ସରକାର ଏହି ମାମଲାରେ କେନ୍ଦ୍ର ସରକାର, ରାଷ୍ଟ୍ରପତିଙ୍କ ସଚିବ, କେରଳ ରାଜ୍ୟପାଳ ଅରିଫ ମହମ୍ମଦ ଖାନ୍‌ ଏବଂ ତାଙ୍କ ଅତିରିକ୍ତ ସଚିବଙ୍କୁ ପକ୍ଷଭୁକ୍ତ କରିଛନ୍ତି। ଆଇନଜୀବୀ ସି.କେ. ଶଶୀଙ୍କ ଜରିଆରେ ଦାଖଲ ହୋଇଥିବା ପିଟିଶନରେ କୁହାଯାଇଛି, କେରଳ ରାଜ୍ୟପାଳ ଖାନ୍‌ ୭ଟି ବିଲ୍‌କୁ … Continue reading ରାଷ୍ଟ୍ରପତିଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲା କେରଳ