ନାବାଳିକା ଅପହରଣ ଓ ଦୁଷ୍କର୍ମ ଘଟଣା; ଦୋଷୀକୁ ୨୦ ବର୍ଷ ଜେଲ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପୋକ୍ସୋ କୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟର ଶୁଣାଣି କରିଛନ୍ତି । ଏହି ରାୟରେ ଜଣେ ନାବାଳିକାକୁ ଅପହରଣ ଓ ପରେ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହିତ ୨୦ ବର୍ଷ କାରାଦଣ୍ଡ ସହିତ ୪୫ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଜରିମାନା ଅନାଦେୟ ଅଧିକ ୯ ମାସ ଜେଲଦଣ୍ଡ ପାଇଁ ରାୟରେ ଉଲ୍ଲେଖ ରହିଛି । ସୂଚନାଯୋଗ୍ୟ, ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଥାନା ଅନ୍ତର୍ଗତ ଚିକିଣିଆ … Continue reading ନାବାଳିକା ଅପହରଣ ଓ ଦୁଷ୍କର୍ମ ଘଟଣା; ଦୋଷୀକୁ ୨୦ ବର୍ଷ ଜେଲ