29.1 C
Bhubaneswar
Saturday, July 27, 2024
Homeଅପରାଧ୪ ଜଣଙ୍କୁ ହତ୍ୟା କରି ଫିଙ୍ଗିଦେଲେ !

୪ ଜଣଙ୍କୁ ହତ୍ୟା କରି ଫିଙ୍ଗିଦେଲେ !

କୋଇଡା : ଓଡିଶା-ଝାଡଖଣ୍ଡ ସୀମାନ୍ତ ରେଳ ଟ୍ରାକ୍‌ରେ ୪ ମୃତଦେହ ଠାବ । ବିମଳା-କିରିବୁରୁ ରେଳ ଟ୍ରାକ୍ ପାଖରେ ପଡିଛି ୪ ମୃତଦେହ । ୨ ମୃତ ଦେହ ଅଖା ଭିତରେ, ଆଉ ୨ଟି ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ପଡିଛି । ୪ ଜଣଙ୍କ ମଧ୍ୟରେ ୨ ଜଣ ଶିଶୁ, ଜଣେ ମହିଳା ଓ ଜଣେ ପୁରୁଷ ଅଛନ୍ତି । ଟ୍ରାକ୍‌ରେ ମୃତ ଦେହ ଠାବ ହେବା ପରେ ଜିଆରପି ପକ୍ଷରୁ ତନାଘନା ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking