କିଟ ଛାତ୍ରୀ ମୃତ୍ୟୁ ଘଟଣା: ୫ ଗିରଫ, ତଦନ୍ତ ଜାରି

ଭୁବନେଶ୍ୱର : କିଟ ଛାତ୍ରୀ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ଘଟଣାରେ ମଙ୍ଗଳବାର ପୁଲିସ ବିଶ୍ୱବିଦ୍ୟାଳୟର ୫ ଜଣ କର୍ମଚାରୀଙ୍କୁ ଗିରଫ କରିଛି। ଇନଫୋସିଟି ଥାନା ପୁଲିସ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ମୃତ ଛାତ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିକରି ଉକ୍ତ ଶିକ୍ଷାନୁଷ୍ଠାନରେ ଶିକ୍ଷାରତ ଛାତ୍ରଛାତ୍ରୀ ମାନେ ଶିକ୍ଷାନୁଷ୍ଠାନର ମୁଖ୍ୟ ଅଧିକାରୀଙ୍କ ବିରୋଧରେ ଆନ୍ଦୋଳନ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ଖୁବ ଶୀଘ୍ର ହଷ୍ଟେଲ ତଥା ଶିକ୍ଷାନୁଷ୍ଠାନ … Continue reading କିଟ ଛାତ୍ରୀ ମୃତ୍ୟୁ ଘଟଣା: ୫ ଗିରଫ, ତଦନ୍ତ ଜାରି