ଜାଣନ୍ତୁ ଆମ ମୁଖ୍ୟମନ୍ତ୍ରୀଙ୍କୁ

ଭୁବନେଶ୍ୱର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ବରିଷ୍ଠ ବିଜେପି ନେତା ମୋହନ ମାଝୀ। ରାଜ୍ୟ ବିଜେପିର ଆଦିବାସୀ ଚେହେରା ଭାବେ ସେ ପରିଚିତ । ବିଶେଷକରି ଶିଶୁମନ୍ଦିର ଶିକ୍ଷକରୁ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିବାକୁ ଯାଉଥିବା ମୋହନ ମାଝୀଙ୍କ ଭଳି ଜଣେ ଆଦିବାସୀ ଯୁବ ଚେହେରାକୁ ଦଳ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ପରେ ଦଳମତ ନିର୍ବିଶେଷରେ ଜିଲ୍ଲାବ୍ୟାପୀ ଖୁସିର ଲହରୀ ଖେଳିଯାଇଛି । ମୋହନ ମାଝୀ ୧୯୭୨ ଜାନୁଆରୀ ୬ ତାରିଖରେ କେନ୍ଦୁଝର ଜିଲ୍ଲା ରାଇକଳା … Continue reading ଜାଣନ୍ତୁ ଆମ ମୁଖ୍ୟମନ୍ତ୍ରୀଙ୍କୁ