30.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗଭିଜିଲାନ୍ସ ଜାଲରେ କୋକସରା ସିଡିପିଓ

ଭିଜିଲାନ୍ସ ଜାଲରେ କୋକସରା ସିଡିପିଓ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ କୋକସରା ସିଡିପିଓ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡିଛନ୍ତି । କଳାହାଣ୍ଡି ଜିଲ୍ଲା କୋକସରା ସମନ୍ୱିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରୀ ଜୟନ୍ତି ମହାନ୍ତି ସୁନାମାଲ ଅଙ୍ଗନୱାଡ କର୍ମି ଆରତୀ ଧଙ୍ଗଡାମାଝୀଙ୍କ ୨ ମାସର ଦରମା କରାଇଦେବା ପାଇ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ ତାଙ୍କୁ ରେଡ୍ ହେଣ୍ଡରେ ଧାରିଛନ୍ତି । କଳାହାଣ୍ଡି ଭିଜିଲାନ୍ସ ଡିଏସ୍‌ପି ସତ୍ୟବାନ ମହାନନ୍ଦଙ୍କ ନେତୃତ୍ୱରେ ଏକ ଟିମ ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking