28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗକୋଟିଆ ମାମଲା: ଆଇନଗତ ସହାୟତ ଲୋଡ଼ିଲେ ସରକାର

କୋଟିଆ ମାମଲା: ଆଇନଗତ ସହାୟତ ଲୋଡ଼ିଲେ ସରକାର

ଭୁବନେଶ୍ୱର : କୋଟିଆରେ ଆନ୍ଧ୍ରର ଜବରଦଖଲ ପ୍ରସଙ୍ଗରେ ଆଇନଗତ ସହାୟତ ଲୋଡ଼ିଛନ୍ତି ଓଡିଶା ସରକାର। କୋରାପୁଟ ଜିଲ୍ଲା କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ ପଟ୍ଟନାୟକଙ୍କ ସହାୟତା ଲୋଡ଼ିଛନ୍ତି ସରକାର। ଆଡଭୋକେଟ୍ ଜେନେରାଲ ଅଶୋକ ପରିଜାଙ୍କ ଅନୁରୋଧ କ୍ରମେ ଆଇନଗତ ସହାୟତା ଲୋଡ଼ିଛନ୍ତି। ଆଡଭୋକେଟ ଜେନେରାଲ ଅଶୋକ ପରିଜାଙ୍କ ଅନୁରୋଧ କ୍ରମେ ଆଇନଗତ ସହାୟତା ଲୋଡିଛନ୍ତି ରାଜ୍ୟ ସରକାର । ସମସ୍ତ ତଥ୍ୟ ସହ ଜଷ୍ଟିସ ଅନଙ୍ଗଙ୍କ ସହ ବିଚାରବିମର୍ଶ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ କୋରାପୁଟ ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ସଚିବ ।

ରାଜ୍ୟର ବିଭିନ୍ନ ସୀମାରେ ଆନ୍ଧ୍ର ଅନୁପ୍ରବେଶ କରୁଛି । ରାସ୍ତାଘାଟ, ସ୍କୁଲ ଓ ସ୍ୱାସ୍ଥ୍ୟ ଶିବିର କରିବା ସହ ଗତମାସରେ କୋରାପୁଟ କୋଟିଆରେ ନିର୍ବାଚନ ମଧ୍ୟ କରାଇଛି। ସୀମା ବିବାଦ ସୁପ୍ରିମକୋର୍ଟରେ ରହିଥିବା ବେଳେ କୋର୍ଟଙ୍କ ନିର୍ଦ୍ଦେଶନାମାକୁ ଅବମାନନା କରି ଆନ୍ଧ୍ର ନିର୍ବାଚନ କରିଛି। ଯାହାକୁ ନେଇ ବିବାଦ ଆହୁରି ଉଗ୍ର ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking