32.8 C
Bhubaneswar
Tuesday, April 16, 2024
Homeବ୍ରେକୀଙ୍ଗହାଇକୋର୍ଟ ଗଲା ‘କୋଟିଆ’

ହାଇକୋର୍ଟ ଗଲା ‘କୋଟିଆ’

ଭୁବନେଶ୍ୱର: ‘କୋଟିଆ’ପ୍ରସଙ୍ଗ ନେଇ ହାଇକୋର୍ଟରେ ମାମଲା ଦାୟର ହୋଇଛି । ଏକ ଜନସ୍ୱାର୍ଥ ମାମଲା ଦାୟର କରିଛି ଭାରତୀୟ ବିକାଶ ପରିଷଦ । ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ନେଇ ମାମଲାରେ ଅପିଲ କରାଯାଇଛି । ସୀମା ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଅପିଲ କରାଯାଇଛି । ଆନ୍ଧ୍ର କରୁଥିବା ନିର୍ବାଚନ ବନ୍ଦ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଅପିଲ ହୋଇଛି । ଗୃହ ଓ ରାଜସ୍ୱ ସଚିବ ତଥା ତିନି ଜିଲ୍ଲାପାଳଙ୍କୁ ପକ୍ଷଭୁକ୍ତ କରି ମାମଲା ହୋଇଛି । ଅନ୍ୟପଟେ କୋରାପୁଟ ଜିଲ୍ଲାର କୋଟିଆରେ ଆଜି ପହଞ୍ଚିଛନ୍ତି ଆନ୍ଧ୍ରର ପ୍ରଶାସନିକ ଅଧିକାରୀ । ପଞ୍ଚାୟତ ନିର୍ବାଚନ ସୁରୁଖୁରୁରେ କରିବା ପାଇଁ ଆନ୍ଧ୍ର ଅଧିକାରୀମାନେ ଆଲୋଚନା କରିଛନ୍ତି । ଭୋଟରଙ୍କ ସହ ପାର୍ବତୀପୁରମ ଉପଜିଲ୍ଲାପାଳ ଓ ତହସିଲଦାରଙ୍କ ମଧ୍ୟରେ ଆଲୋଚନା ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking