29.1 C
Bhubaneswar
Wednesday, October 14, 2026
Homeଓଡିଶାନବରାତ୍ର ପୂଜା ଅବସରରେ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ

ନବରାତ୍ର ପୂଜା ଅବସରରେ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ

ବରଗଡ଼: ଶାରଦୀୟ ନବରାତ୍ର ପୂଜା ଅବସରରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ ଧୂପ, ଦୀପ ପୁଷ୍ପ ଧରି ମନ୍ଦିରକୁ ଆସିଥିବାବେଳେ ଭକ୍ତମାନଙ୍କ ଦାରା ମାନସିକ ଅଖଣ୍ଡ ଦୀପ ପ୍ରଜ୍ବଳନ କରାଯାଇଛି। ସ୍ଥାନୀୟ ମା’ ଶ୍ୟାମାକାଳୀ ମନ୍ଦିର ସମେତ ଅନ୍ୟ ଶକ୍ତିପୀଠ ଗୁଡିକରେ ମଧ୍ୟ ନବରାତ୍ର ପୂଜା ଚାଲିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking