27.1 C
Bhubaneswar
Sunday, March 29, 2026
Homeଓଡିଶାକ୍ଷତିରେ ଚାଲୁଛି ଲକ୍ଷ୍ମୀ ବସ୍

କ୍ଷତିରେ ଚାଲୁଛି ଲକ୍ଷ୍ମୀ ବସ୍

ଭୁବନେଶ୍ୱର : ଲକ୍ଷ୍ମୀ ବସ କ୍ଷତିରେ ଚାଲୁଥିବା ନେଇ ଆଜି ବିଧାନସଭାରେ ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି । ଏ ବାବଦରେ ରାଜ୍ୟ ସରକାର ୩୭୪ କୋଟି ୮ ଲକ୍ଷ ୫୮ ହଜାର ୫୫ଟଙ୍କା କ୍ଷତିରେ ଅଛନ୍ତି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଅକ୍ଟୋବର ୨୦୨୩ରୁ ଅଗଷ୍ଟ ୨୦୨୪ ଯାଏଁ ୧୦ ମାସରେ ଏତିକି କ୍ଷତି ହୋଇଛି । ଲକ୍ଷ୍ମୀ ଯୋଜନାରେ ୧୩୪୦ଟି ବସ ଚାଲିଛି । ୩୯୯କୋଟି ବ୍ୟୟ ହୋଇଥିବାବେଳେ ଆୟ ମାତ୍ର ୨୫ କୋଟି ୩ ଲକ୍ଷ ଟଙ୍କା ବୋଲି ବିଧାନସଭାରେ ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking